Thursday, October 1, 2026
24.6 C
Odisha

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୭ ଶ୍ରମିକ ଗୁରୁତର

    ଆଗକୁ ପଢନ୍ତୁ

    ବାଲେଶ୍ୱର : ଜଳେଶ୍ୱର ବଣିଦା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଶ୍ରମିକଙ୍କୁ ନେଇ ମୟୂରଭଞ୍ଜ ନୂଆଡିହିରୁ କର୍ମର୍ଦ୍ଦା ଯାଉଥିବା ଏକ ଗାଡ଼ି ଭାରସାମ୍ୟ ହରାଇ ଓଲଟଯିିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ୭ ଜଣ ଶ୍ରମିକ ଗୁରୁତର ଥିବା ଜଣାପଡ଼ିଛି । ଦୁର୍ଘଟଣାରେ ପରେ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଗୁରୁତର ଆହତ ଶ୍ରମିକଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    24.6 ° C
    24.6 °
    24.6 °
    83 %
    1.4kmh
    22 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ