Wednesday, April 1, 2026
27.7 C
Odisha

    ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ, AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : କଂଗ୍ରେସରୁ ପୂର୍ବତନ ବିଧାୟକ ମହମ୍ମଦ ମୋକିମ ବହିଷ୍କୃତ  । କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ମହମ୍ମଦ ମୋକିମ ବହିଷ୍କୃତ। ଦଳ ବିରୋଧୀ କାର୍ଯ୍ୟ ପାଇଁ କଂଗ୍ରେସରୁ  ସେ ବହିଷ୍କୃତ ହୋଇଛନ୍ତି ।  ଏଥିପାଇଁ AICC ପକ୍ଷରୁ ନିଆଗଲା କାର୍ଯ୍ୟାନୁଷ୍ଠାନ । ରାହୁଲ ଗାନ୍ଧି ଓ ଖଡ୍ ଗେଙ୍କ ନେତୃତ୍ବ ନେଇ ପ୍ରଶ୍ନ ଉଠାଇଥିଲେ ମୋକିମ । ୪ ଦିନ ତଳେ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖିଥିଲେ ମୋକିମ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.7 ° C
    27.7 °
    27.7 °
    49 %
    2.3kmh
    1 %
    Wed
    28 °
    Thu
    40 °
    Fri
    41 °
    Sat
    37 °
    Sun
    38 °

    ସମ୍ବନ୍ଧିତ