Sunday, October 25, 2026
21.5 C
Odisha

    ମହାନଦୀରେ ଭାସିଗଲେ କାଉଡ଼ିଆ

    ଆଗକୁ ପଢନ୍ତୁ

    କଟକ:-ମହାନଦୀରେ ଭାସିଗଲେ କାଉଡ଼ିଆ । ତାଳଦଣ୍ଡା କେନାଲ ଭଦିମୂଳ ଘାଟରେ ଅଘଟଣ । ମହାନଦୀରେ ଭାସିଯାଇ ଜଣେ କାଉଡ଼ିଆ ନିଖୋଜ ହୋଇଯାଇଛନ୍ତି । ଭଦିମୂଳ ଘାଟରେ ପାଣି ଉଠାଇଲା ବେଳେ ମହାନଦୀରେ ଭାସିଗଲେ କାଉଡ଼ିଆ । ଶ୍ରାବଣ ମାସ ସୋମବାର ପାଇଁ ରବିବାର କାଉଡିଆମାନେ ମହାନଦୀରୁ ପାଣି ଉଠାଉଥିଲେ। ଏହି ସମୟରେ ଜଣେ କାଉଡିଆ ପାଣିରେ ବୁଡିଯାଇ ନିଖୋଜ ଅଛନ୍ତି। ଖବର ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚି ଖୋଜାଖୋଜି ଜାରି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    21.5 ° C
    21.5 °
    21.5 °
    69 %
    1.7kmh
    0 %
    Sun
    21 °
    Mon
    28 °
    Tue
    29 °
    Wed
    24 °
    Thu
    25 °

    ସମ୍ବନ୍ଧିତ