Sunday, April 12, 2026
39 C
Odisha

    ମହାପ୍ରଭୁଙ୍କ ଖସାପଡ଼ା ନୀତି ପାଇଁ ଆସନ୍ତାକାଲି ବନ୍ଦ ରହିବ ସାଧାରଣ ଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ : ଆସନ୍ତା କାଲି ମହାପ୍ରଭୁଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହେବ । ଠାକୁରଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଏହି ସ୍ୱତନ୍ତ୍ର ବିଧି ହେବ । ମହାପ୍ରଭୁଙ୍କ ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି କରାଯାଏ । ଏହା ଠାକୁରଙ୍କ ଏକ ଗୁପ୍ତ ନୀତି ଓ ବର୍ଷକେ ଏକାଧିକ ଥର ସମ୍ପନ୍ନ ହୁଏ । ଏହି ନୀତି ସମୟରେ ମହାପ୍ରଭୁଙ୍କ ଦର୍ଶନ ଭକ୍ତମାନଙ୍କ ପାଇଁ ବନ୍ଦ ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    9 %
    3.5kmh
    0 %
    Sun
    39 °
    Mon
    42 °
    Tue
    42 °
    Wed
    43 °
    Thu
    44 °

    ସମ୍ବନ୍ଧିତ