Wednesday, April 8, 2026
22.9 C
Odisha

    ମହାପ୍ରଭୁଙ୍କ ଦର୍ଶନ କରି ଗଭର୍ନର କହିଲେ ଏମିତି …

    ଆଗକୁ ପଢନ୍ତୁ

    ପୁରୀ: ଚାରିଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ( ଆର୍‌ ବି ଆଇ) ଗଭର୍ନର ଶକ୍ତିକାନ୍ତ ଦାସ। ଏହି ଅବସରରେ ସେ ପୁରୀ ଯାଇ ହାପ୍ରଭୁଙ୍କ ଦର୍ଶନକରିଛନ୍ତି। ତାଙ୍କ ସହିତ ତାଙ୍କ ସହଧର୍ମିଣୀ ମଧ୍ୟ ରହିଛନ୍ତି। ଉଭୟ ମହାପ୍ରଭୁଙ୍କ ଦର୍ଶନ ସାନିଧ୍ୟ ନେଇ ଖୁବ ଭାବବିହ୍ବଳ ହୋଇଛନ୍ତି । ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଓ ସେବାୟତଙ୍କ ତରଫରୁ ତାଙ୍କୁ ସିଂହଦ୍ୱାର ଠାରେ ଖଣ୍ଡୁଆ ଦେଇ ସ୍ବାଗତ କରାଯାଇଥିଲା। ପ୍ରାୟ ଅଧଘଣ୍ଟା ଶ୍ରୀମନ୍ଦିରରେ ବିତେଇବା ସହ ବିମଳା, ଲକ୍ଷ୍ମୀ ଓ ପାର୍ଶ୍ୱ ଦେବାଦେବୀଙ୍କୁ ସେ ଦର୍ଶନ କରିଥିଲେ। ୨୦୨୧ରେ ପ୍ରଥମ ଓଡ଼ିଆ ଭାବରେ ଆର୍‌ ବି ଆଇ ଦାୟିତ୍ୱ ନେବାପରେ ସେ ଦର୍ଶନ ପାଇଁ ଆସିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.9 ° C
    22.9 °
    22.9 °
    85 %
    1.8kmh
    18 %
    Wed
    38 °
    Thu
    37 °
    Fri
    39 °
    Sat
    39 °
    Sun
    40 °

    ସମ୍ବନ୍ଧିତ