Tuesday, April 7, 2026
27.6 C
Odisha

    ମହାପ୍ରସାଦ ନାଁରେ ଖଜା ବିକ୍ରି ମନା : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

    ଆଗକୁ ପଢନ୍ତୁ

    ପୁରୀ: ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକ୍ରି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଜାରି କରିଛନ୍ତି। ସେ କହିଛନ୍ତି ଯେ, ବଡ଼ଦାଣ୍ଡରେ କିଛି ବ୍ୟବସାୟୀ ମହାପ୍ରସାଦ ନାମରେ ଖଜା ବିକ୍ରି କରୁଛନ୍ତି। ଏହା ସଂପୂର୍ଣ୍ଣ ଭାବେ ଭୁଲ୍‌, ମହାପ୍ରଭୁଙ୍କ ମହାପ୍ରସାଦ ଏବଂ ଖଜା ସଂପୂର୍ଣ୍ଣ ଭାବେ ଭିନ୍ନ, ଏଥିରୁ ବିରତ ରହିବାକୁ ସେ ପରାମର୍ଶ ଦେଇଛନ୍ତି।
    ଯଦି ଏହାକୁ ବ୍ୟବସାୟୀ ଅମାନ୍ୟ କରନ୍ତି, ସେମାନଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଜାରି କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    54 %
    3kmh
    66 %
    Tue
    29 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ