Saturday, March 28, 2026
37.7 C
Odisha

    ମହାବିଷୁବ, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି, ପଣା ସଂକ୍ରାନ୍ତି ଓ ଓଡିଆ ନବବର୍ଷ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି।
    ରାଷ୍ଟ୍ରପତି କହିଛନ୍ତି, ପଣା ସଂକ୍ରାନ୍ତି ସମାଜକୁ ପ୍ରେମ ଓ ଶାନ୍ତିର ବାର୍ତ୍ତା ଦେଇଥାଏ। ଦେଶ ପାଇଁ ସମର୍ପିତ ହୋଇ କାର୍ଯ୍ୟ କରିବାକୁ ପ୍ରେରଣା ଦେଇଥାଏ । ଏହି ଅବସରରେ ସମସ୍ତଙ୍କର ସୁଖସମୃଦ୍ଧି କାମନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.7 ° C
    37.7 °
    37.7 °
    17 %
    4.7kmh
    1 %
    Sat
    38 °
    Sun
    40 °
    Mon
    41 °
    Tue
    39 °
    Wed
    40 °

    ସମ୍ବନ୍ଧିତ