Sunday, October 11, 2026
22.8 C
Odisha

    ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
    ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଏକ୍ସରେ ଶୋକ ପ୍ରକାଶ କରି କହିଛନ୍ତି, ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ବିମାନ ଦୁର୍ଘଟଣାରେ ଦେହାନ୍ତ ଘଟଣା ଅତ୍ୟନ୍ତ ଦୁଃଖଦାୟକ। ତାଙ୍କ ବିୟୋଗରେ ମୁଁ ଅତ୍ୟନ୍ତ ମର୍ମାହତ। ମୋହନ ଆହୁରି ମଧ୍ୟ ଲେଖିଛନ୍ତି, ପ୍ରଖର ରାଜନେତା ଏବଂ ସମର୍ପିତ ଜନସେବକ ଥିଲେ ଅଜିତ ପାଓ୍ବାର। ଅଜିତଙ୍କ ବିୟୋଗରେ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.8 ° C
    22.8 °
    22.8 °
    82 %
    0.9kmh
    0 %
    Sat
    22 °
    Sun
    30 °
    Mon
    29 °
    Tue
    30 °
    Wed
    30 °

    ସମ୍ବନ୍ଧିତ