Tuesday, April 7, 2026
27.6 C
Odisha

    ମହିଳାଙ୍କୁ ପଥରରେ ଛେଚି ହତ୍ୟା, ପୋଖରୀ ନିଟକଟରୁ ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼ : ମହିଳାଙ୍କୁ ପଥରରେ ଛେଚି ହତ୍ୟା । ସୁନ୍ଦରଗଡ଼ ଟାଉନ ଥାନା ସଙ୍କରା ଗଉଡ଼ପଡ଼ା ପୋଖରୀ ନିଟକଟରୁ ଉଦ୍ଧାର ହୋଇଛି ମୃତଦେହ । ବିଲରେ ଜଣେ ମହିଳାଙ୍କ ମୃତଦେହ ପଡିଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ବ୍ୟବଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି ।  ସେପଟେ ପାରିପାର୍ଶ୍ବିକ ସ୍ଥିତି ଦେଖିଲେ ଏହା ହତ୍ୟା ବୋଲି ସନ୍ଦେହ କରାଯାଉଛି । ତାଙ୍କ ମୁହଁ ଓ ଶରୀର ଅନେକ ସ୍ଥାନରେ ଗଭୀର କ୍ଷତ ରହିଛି । କଣ ପାଇଁ ଓ କିଏ ମହିଳାଙ୍କୁ ହତ୍ୟା କଲେ କାରଣ ଜଣାପଡିନି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.6 ° C
    27.6 °
    27.6 °
    54 %
    3kmh
    66 %
    Tue
    29 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ