Saturday, April 11, 2026
24 C
Odisha

    ମହିଳା ଏସୀୟ ହକି: ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ଚାମ୍ପିଅନ୍

    ଆଗକୁ ପଢନ୍ତୁ

    ବିହାରରେ ଅନୁଷ୍ଠିତ ମହିଳା ଏସିଆନ ଚାମ୍ପିୟନ୍ସ ଟ୍ରଫି ୨୦୨୪ରେ ଫାଇନାଲରେ ଚାଇନାକୁ ୧-୦ ଗୋଲ୍‌ରେ ହରାଇ ଭାରତୀୟ ଦଳ ବିଜୟୀ ହୋଇଛି। ମ୍ୟାଚର ଏକମାତ୍ର ଗୋଲ ଦୀପିକା ଭାରତ ପାଇଁ ତୃତୀୟ କ୍ୱାର୍ଟରରେ କରିଥିଲେ। ଏହି ଗୋଲଟି ପେନାଲଟି କର୍ଣ୍ଣରରୁ ଆସିଥିଲା। ଏହାପୂର୍ବରୁ ଦୀପିକା ଏକ ପେନାଲଟି କର୍ଣ୍ଣରରେ ବିଫଳ ହୋଇଥିଲେ ମଧ୍ୟ ଆଉ ଏକ ସୁଯୋଗକୁ ହାତଛଡ଼ା ନ କରି ଗୋଲ କରିଥିଲେ। ଲଗାତାର ଦ୍ୱିତୀୟଥର ପାଇଁ ଭାରତ ଏସିଆନ ଚାମ୍ପିୟନ୍ସ ଟ୍ରଫି ଜିତିବାର ସକ୍ଷମ ହୋଇଛି। ଯେତେବେଳେ କି କୋଚ୍ ହରେନ୍ଦ୍ର ସିଂହଙ୍କ ନେତୃତ୍ୱରେ ଦଳ ପାଇଁ ଏହା ପ୍ରଥମ ଟ୍ରଫି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24 ° C
    24 °
    24 °
    48 %
    1.4kmh
    0 %
    Sat
    38 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ