Saturday, March 21, 2026
32.2 C
Odisha

    ମହୁମାଛି ଆକ୍ରମଣରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ରାଇରଙ୍ଗପୁର : ମହୁମାଛି ଆକ୍ରମଣରେ କନିଷ୍ଠ ଯନ୍ତ୍ରୀଙ୍କ ମୃତ୍ୟୁ ।  ପ୍ରାଣ ହରାଇଲେ ତିରିଂ ବ୍ଲକର କନିଷ୍ଠ ଯନ୍ତ୍ରୀ ବିଶ୍ୱନାଥ ମୁର୍ମୁ । ମହୁଲଡ଼ିହସ୍ଥିତ କ୍ୱାର୍ଟର୍ସରେ ବିଶ୍ୱନାଥଙ୍କୁ ମହୁମାଛିମାନେ ଆକ୍ରମଣ କରିଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ ରାଇରଙ୍ଗପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା ।  ଚିକିତ୍ସାଧିନ ଅବସ୍ଥାରେ ବିଶ୍ୱନାଥଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    32.2 ° C
    32.2 °
    32.2 °
    24 %
    4.5kmh
    12 %
    Sat
    31 °
    Sun
    33 °
    Mon
    34 °
    Tue
    37 °
    Wed
    38 °

    ସମ୍ବନ୍ଧିତ