Saturday, October 10, 2026
27.9 C
Odisha

    ମାଆକୁ ହତ୍ୟା କଲା ପୁଅ

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼ : ମାଆକୁ ହତ୍ୟା କଲା ପୁଅ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ବନ୍ଧପାଲି ଗାଁରେ ମାଆକୁ ହତ୍ୟା କଲା ପୁଅ । ଘରୋଇ କଳହକୁ ନେଇ ହତ୍ୟାକାଣ୍ଡ । ଅଭିଯୁକ୍ତ ପୁଅ ବଳିନ୍ଦ୍ର ଧୁରୁଆଫେରାର । ଗତକାଲି ରାତିରେ ଘଟିଛି ଘଟଣା ।

    କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ମାଆକୁ ଆକ୍ରମଣ କରିଥିଲା ବଳିନ୍ଦ୍ର ଧୁରୁଆ । ଗୁରୁତର ଅବସ୍ଥାରେ ମାଆକୁ ହେମଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲା । କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣା ପରଠାରୁ ଫେରାର ଅଛି ପୁଅ । ଘଟଣାସ୍ଥଳରେ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇଛି ପୋଲିସ । ପୋଲିସର ତଦନ୍ତ ଜାରି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.9 ° C
    27.9 °
    27.9 °
    72 %
    1.6kmh
    0 %
    Sat
    25 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ