Sunday, September 20, 2026
28.3 C
Odisha

    ମାଆ ଆଗରେ ଚାଲିଗଲା ପୁଅର ଜୀବନ

    ଆଗକୁ ପଢନ୍ତୁ

    ଯାଜପୁର : ମାଆ ଆଗରେ ଚାଲିଗଲା ପୁଅର ଜୀବନ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ସଦର ଥାନା କୁଝାଲା ଛକ ନିକଟରେ। ମିଳିଥିବା ସୂଚନା ଅନୁଯାୟୀ ଗତକାଲି ବିଳମ୍ବିତ ରାତିରେ ମାଆ ଏବଂ ପୁଅ ରାସ୍ତା ପାର୍ ହେଉଥିବାବେଳେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ମାଆ , ପୁଅ ଗୁରୁତର ହୋଇପଡିଥିଲେ। ସେମାନଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଘଟଣାସ୍ଥଳରେ ପୁଅର ମୃତ୍ୟୁ ଘଟିଥିବାବେଳେ ମାଆ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିବା ସୂଚନା ମିଳିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.3 ° C
    28.3 °
    28.3 °
    79 %
    1.6kmh
    100 %
    Sun
    28 °
    Mon
    31 °
    Tue
    27 °
    Wed
    28 °
    Thu
    24 °

    ସମ୍ବନ୍ଧିତ