Tuesday, October 6, 2026
28.6 C
Odisha

    ମାଆ ହେଲା ବାଘୁଣୀ ଅଙ୍କିତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ନନ୍ଦନକାନନରେ ବାଘୁଣୀ ଅଙ୍କିତା ମାଆ ହୋଇଛି। ଗୋଟିଏ ଶାବକକୁ ଜନ୍ମ ଦେଇଛି ବାଘୁଣୀ ଅଙ୍କିତା । କିଛି ମାସ ତଳେ ନନ୍ଦନକାନନରେ ମହାବଳ ବାଘ ସେଫ ସହିତ ଅଙ୍କିତାର ମିଳନ ହୋଇଥିଲା। ବର୍ତ୍ତମାନ୍‌ ନନ୍ଦନକାନନରେ ବାଘ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି । ଏହାକୁ ନେଇ କର୍ମଚାରୀ ଓ ଅଧିକାରୀମାନେ ବେଶ୍ ଉତ୍ସାହିତ ଅଛନ୍ତି। ଜନ୍ତୁ କେୟାରଟେକର, ବନରକ୍ଷୀ ଓ ବନପାଳ ଅଙ୍କିତା ପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେଉଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    28.6 ° C
    28.6 °
    28.6 °
    75 %
    0.8kmh
    1 %
    Tue
    25 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ