Wednesday, July 15, 2026
26.6 C
Odisha

    ମାଓବାଦୀଙ୍କୁ ବିଏସଏଫ ଆଇଜିଙ୍କ କଡ଼ା ଚେତାବନୀ, ଆତ୍ମସମର୍ପଣ କର ନଚେତ୍ ଏନ୍‌କାଉଣ୍ଟର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଓଡ଼ିଶାରେ ଏବେ ଛୋଟଛୋଟ ଗ୍ରୁପ ହୋଇ ବୁଲୁଛନ୍ତି ମାଓବାଦୀ । ଆନ୍ଧ୍ର ଓ ଛତିଶଗଡ଼ ପଟୁ ମଧ୍ୟ ଓଡ଼ିଶାକୁ ମାଓବାଦୀ ପଶି ଆସୁଛନ୍ତି । ଏମାନଙ୍କ ଉପରେ ନଜର ଥିବା କହିଛନ୍ତି ବିଏସଏଫ ଆଇଜି । କେକେବିଏନ ଅଞ୍ଚଳ ଉପରେ ବିଏସଏଫ ବିଶେଷ ନଜର ରଖିଛି । ମାଓବାଦୀଙ୍କୁ ବିଏସଏଫ ଆଇଜିଙ୍କ କଡ଼ା ଚେତାବନୀ ଦେଇଛନ୍ତି । ଆତ୍ମସମର୍ପଣ କର ନଚେତ୍ ଏନ୍‌କାଉଣ୍ଟର ହେବ ।

    ହିଡିମ୍ବା ଭଳି ପ୍ରତି ମାଓ ନେତାଙ୍କ ଉପରେ ନଜର ରହିଛି । ଡ୍ରୋନ ଓ ସାଟେଲାଇଟ ଜରିଆରେ ଆଣ୍ଟି ନକ୍ସଲ ଅପରେସନ ଟେକ୍ନୋଲୋଜି ବ୍ୟବହାର କରାଯାଉଛି । କନ୍ଧମାଳ, ବୋଦ୍ଧ, କଳାହାଣ୍ଡିରେ ମାଓ ମୁକାବିଲାରେ ବିଏସଏଫ ମୁତୟନ ଅଛନ୍ତି । ଚଳିତ ବର୍ଷ ମିଳିତ ଅପରେସନରେ ୧୯ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ଦେଇଛନ୍ତି ବିଏସଏଫ ଆଇଜି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.6 ° C
    26.6 °
    26.6 °
    79 %
    1.4kmh
    100 %
    Tue
    26 °
    Wed
    28 °
    Thu
    31 °
    Fri
    29 °
    Sat
    26 °

    ସମ୍ବନ୍ଧିତ