Saturday, April 11, 2026
30.4 C
Odisha

    ମାଟି ଅତଡ଼ା ଖସି ଝିଅ ମୃତ, ବାପା ଗୁରୁତର

    ଆଗକୁ ପଢନ୍ତୁ

    ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ନଡି଼ଆଭଙ୍ଗା ଗ୍ରାମ ନିକଟରେ ରେଙ୍ଗାଲି କେନାଲରୁ ମାଟି ଅତଡ଼ା ଖସି ୮ ବର୍ଷର ଶିଶୁକନ୍ୟାର ମୃତ୍ୟୁ ଘଟିଛି। ଅନ୍ୟଜଣେ ଶିଶୁକନ୍ୟାର ବାପା ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କେନାଲକୁ ଶୌଚ ହେବାକୁ ଯାଇଥିବାବେଳେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    14 %
    2kmh
    0 %
    Sat
    32 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ