Sunday, September 28, 2025
27.6 C
Odisha

    ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ମାତା ଲୋଭାବତୀ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,ତା.୧୬/୦୧: ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ପୂଜ୍ୟା ମାତା ଶ୍ରୀମତୀ ଲୋଭାବତୀ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା । ସ୍ୱର୍ଗତାଃ ପରିଡା ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।
    ସ୍ୱର୍ଗତାଃ ଲୋଭାବତୀ ପରିଡାଙ୍କ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.6 ° C
    27.6 °
    27.6 °
    82 %
    2.4kmh
    94 %
    Sun
    27 °
    Mon
    29 °
    Tue
    28 °
    Wed
    30 °
    Thu
    30 °

    ସମ୍ବନ୍ଧିତ