Friday, June 26, 2026
36.5 C
Odisha

    ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ମାତା ଲୋଭାବତୀ ପରିଡାଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର,ତା.୧୬/୦୧: ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ପୂଜ୍ୟା ମାତା ଶ୍ରୀମତୀ ଲୋଭାବତୀ ପରିଡାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୯ବର୍ଷ ବୟସ ହୋଇଥିଲା । ସ୍ୱର୍ଗତାଃ ପରିଡା ଜଣେ ଧର୍ମପରାୟଣ ମହିଳା ଥିଲେ । ତାଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଗଭୀର ଶୋକ ପ୍ରକାଶ କରିଛନ୍ତି ।
    ସ୍ୱର୍ଗତାଃ ଲୋଭାବତୀ ପରିଡାଙ୍କ ଦିବଂଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗ ଓ ବନ୍ଧୁଜନଙ୍କୁ ସମବେଦନା ଜଣାଇ ଅସୀମ ଧର୍ଯ୍ୟ ପ୍ରଦାନ କରିବାକୁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ରାଜ୍ୟ ସଭାପତି ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    36.5 ° C
    36.5 °
    36.5 °
    41 %
    1.2kmh
    11 %
    Fri
    37 °
    Sat
    38 °
    Sun
    37 °
    Mon
    37 °
    Tue
    34 °

    ସମ୍ବନ୍ଧିତ