Wednesday, April 1, 2026
38.4 C
Odisha

    ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ, ୧୦ ରାଜ୍ୟର ୩୭ଟି ଆସନ ପାଇଁ ହେବ ମତଦାନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ମାର୍ଚ୍ଚ ୧୬ରେ ରାଜ୍ୟସଭା ନିର୍ବାଚନ । ଓଡ଼ିଶାରେ ୪ଟି ଆସନରେ ହେବ ନିର୍ବାଚନ । ୧୦ ରାଜ୍ୟର ୩୭ଟି ଆସନ ପାଇଁ ହେବ ମତଦାନ । ଫେବ୍ରୁଆରୀ ୨୬ରେ ପ୍ରକାଶ ପାଇବ ବିଜ୍ଞପ୍ତି । ମାର୍ଚ୍ଚ ୫ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି । ମାର୍ଚ୍ଚ ୬ରେ ନାମାଙ୍କନ ଯାଞ୍ଚ ହେବ । ମାର୍ଚ୍ଚ ୯ରେ ନାମାଙ୍କନ ପ୍ରତ୍ୟାହାର ହେବ । ମାର୍ଚ୍ଚ ୧୬ ସକାଳ ୯ଟାରୁ ୪ଟା ପର୍ଯ୍ୟନ୍ତ ମତଦାନ । ଅପରାହ୍ନ ୫ଟାରେ ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ । ଏପ୍ରିଲ ୨ ତାରିଖରେ ଓଡ଼ିଶାର ୪ ରାଜ୍ୟସଭା ସାଂସଦଙ୍କ କାର୍ଯ୍ୟକାଳ ସରୁଛି । ମମତା ମହାନ୍ତ, ମୁନ୍ନା ଖାନ, ସୁଜୀତ କୁମାର ଓ ନିରଞ୍ଜନ ବିଶିଙ୍କ କାର୍ଯ୍ୟକାଳ ସରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    38.4 ° C
    38.4 °
    38.4 °
    14 %
    3.9kmh
    4 %
    Wed
    38 °
    Thu
    41 °
    Fri
    41 °
    Sat
    39 °
    Sun
    39 °

    ସମ୍ବନ୍ଧିତ