Wednesday, April 16, 2025
35.3 C
Odisha

    ମାର୍ଚ୍ଚ ୨୪ରୁ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମ ପାଇଁ ଆବେଦନ ଆରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ନିମନ୍ତେ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ପ୍ରକିୟା ଶୀଘ୍ର ଆରମ୍ଭ କରାଯିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଛାତ୍ରଛାତ୍ରୀମାନଙ୍କର ଭବିଷ୍ୟତ ଓ ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଶିକ୍ଷାବର୍ଷ ୨୦୨୫-୨୬ ପାଇଁ ନାମଲେଖା ପ୍ରକିୟାକୁ ଶୀଘ୍ର ଆରମ୍ଭ କରିବା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିପାଇଁ ଆବେଦନକାରୀମାନେ ଆସନ୍ତା ମାର୍ଚ୍ଚ ୨୪ ତାରିଖ ଠାରୁ ଆବେଦନ କରିପାରିବେ। ବିଗତ ବର୍ଷ ଭଳି ଆଗାମୀ ଶିକ୍ଷା ବର୍ଷ ୨୦୨୫-୨୬ ପାଇଁ ମଧ୍ୟ ଦୁଇ ବର୍ଷିଆ ବିଏଡ଼/ଏମଏଡ଼/ ବିଏଚଏଡ଼ ପାଠ୍ୟକ୍ରମରେ ନାମଲେଖା ଏବଂ ଚୟନ ପ୍ରକିୟା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ମାର୍କ ଆଧାରରେ ହିଁ କରାଯିବ। ପ୍ରବେଶିକା ପରୀକ୍ଷା ଆସନ୍ତା ଜୁନ୍‌ ମାସ ପ୍ରଥମ ସପ୍ତାହରେ ଅନୁଷ୍ଠିତ ହେବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.3 ° C
    35.3 °
    35.3 °
    28 %
    2.8kmh
    0 %
    Wed
    36 °
    Thu
    39 °
    Fri
    42 °
    Sat
    43 °
    Sun
    43 °

    ସମ୍ବନ୍ଧିତ