Tuesday, April 14, 2026
28 C
Odisha

    ମାର୍ଚ୍ଚ ୩୦ରେ ଅନ୍ତଦୋୟ ଗୃହ ଯୋଜନା: ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ମାର୍ଚ୍ଚ ୩୦ ତାରିଖରେ ଅନ୍ତଦୋୟ ଗୃହ ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲ୍ଲାରୁ ଆରମ୍ଭ ହେବ ଏହି ଅନ୍ତଦୋୟ ଗୃହ ଯୋଜନା। ସରକାର ଏହି ଯୋଜନାରେ ୫୦ ହଜାର ଲୋକଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭିନ୍ନକ୍ଷମ, ବିଧବା, ରୋଗରେ ପୀଡ଼ିତ ଯୋଜନାରେ ଅନ୍ତର୍ଭୁକ୍ତ ହେବେ। ଏହି ଯୋଜନାରେ ସହିଦ ପରିବାର, ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଲୋକେ ଏହି ଯୋଜନାରେ ସାମିଲ ହୋଇପାରିବେ।

    ମାର୍ଚ୍ଚ ୩୧ ତାରିଖ ଯାଏଁ ଆବାସ ସର୍ଭେ ଚାଲିବା ନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ସେ କହିଛନ୍ତି ଯେ, ବର୍ତ୍ତମାନ ସୁଦ୍ଧା ସର୍ଭେରେ ୧୯ ଲକ୍ଷ ପଞ୍ଜୀକରଣ ହୋଇଛି। ଆହୁରି ୧୭, ୧୮ ଦିନ ଥିବାରୁ ଅଧିକ ସାମିଲ ହେବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28 ° C
    28 °
    28 °
    22 %
    1.5kmh
    0 %
    Mon
    28 °
    Tue
    41 °
    Wed
    43 °
    Thu
    44 °
    Fri
    44 °

    ସମ୍ବନ୍ଧିତ