Monday, November 2, 2026
22.7 C
Odisha

    ମାଲକାନଗିରିରେ ତିନି ଦିନ ପାଇଁ ବନ୍ଦ ରହିବ ସ୍କୁଲ, କଲେଜ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର

    ଆଗକୁ ପଢନ୍ତୁ

    ମାଲକାନଗିରି : ଦୁଇ ତାରିଖରୁ 4 ତାରିଖ ପର୍ଯ୍ୟନ୍ତ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର IMD ପୂର୍ବାନୁମାନ କରିଛନ୍ତି । ଜିଲ୍ଲାରେ ସମ୍ଭାବ୍ୟ ଘୂର୍ଣ୍ଣିଝଡ଼ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଏବଂ ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, ସମସ୍ତ ସ୍କୁଲ , କଲେଜ ଏବଂ ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକ ନଭେମ୍ବର ୨ ରୁ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ପାଇଁ ମାଲକାନଗିରି ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ । ସ୍କୁଲ/କଲେଜର ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ଏବଂ ଅଙ୍ଗନୱାଡି କର୍ମୀମାନେ ସେମାନଙ୍କର କାର୍ଯ୍ୟରେ ଯୋଗଦେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.7 ° C
    22.7 °
    22.7 °
    93 %
    1.5kmh
    100 %
    Mon
    22 °
    Tue
    28 °
    Wed
    26 °
    Thu
    27 °
    Fri
    28 °

    ସମ୍ବନ୍ଧିତ