Monday, March 30, 2026
27.4 C
Odisha

    ମାହାଙ୍ଗାରେ ମୁଖ୍ୟମନ୍ତ୍ରୀଙ୍କୁ ବିରୋଧ : ବିଜେପି କର୍ମୀ ଓ ସ୍ୱାଧୀନ ବିଧାୟକଙ୍କ ସମର୍ଥକ ମୁହାଁମୁହିଁ

    ଆଗକୁ ପଢନ୍ତୁ

    ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିବା ସମୟରେ ବିଜେପି କର୍ମୀଙ୍କ ସହିତ ସ୍ୱାଧୀନ ବିଧାୟକ ସାରଦା ପ୍ରଧାନଙ୍କ କର୍ମୀଙ୍କ ମଧ୍ୟରେ ମୁହାଁମୁହିଁ। କଟକ ଜିଲ୍ଲା ମାହାଙ୍ଗାରେ ଆଜି ଏଭଳି ଏକ ହଙ୍ଗାମା ହୋଇଛି। ବିଜେପି କର୍ମୀଙ୍କୁ ପେଲାଠେଲା କରୁଥିବା ସମୟରେ ଖୋଦ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗାଡିରୁ ଓଲ୍ହାଇ ବୁଝାସୁଝା କରିଲା ପରେ ମୁଖ୍ୟମନ୍ତ୍ରୀଙ୍କ କାରକେଡ଼ ଆଗକୁ ଗଡ଼ିଥିଲା। ସେହିଭଳି ମୁଖ୍ୟମନ୍ତ୍ରୀଙ୍କ କାରକେଡ଼ରେ ଥିବା ମାହାଙ୍ଗା ବିଜେପି ନେତା ସୁମନ୍ତ ଘଡେଇଙ୍କ ଗାଡି ଆଗରେ ବିଧାୟକଙ୍କ ସମର୍ଥକମାନେ ବୋତଲ ମାଡ଼ କରିବା ସହିତ ଗାଡି ଭଙ୍ଗାରୁଜା କରିଛନ୍ତି। ଯେଉଁଥିପାଇଁ ବିଜେପି ନେତା ସଭାସ୍ଥଳକୁ ନଯାଇପାରି ଫେରିଯାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    27.4 ° C
    27.4 °
    27.4 °
    54 %
    2.4kmh
    56 %
    Mon
    28 °
    Tue
    38 °
    Wed
    39 °
    Thu
    40 °
    Fri
    39 °

    ସମ୍ବନ୍ଧିତ