Sunday, October 4, 2026
30.6 C
Odisha

    ମିର୍ଦ୍ଧା ଟପ୍ପୋ ହେଲେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଗତକାଲି ଆଇଏଏସ ଶାଶ୍ଵତ ମିଶ୍ରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଥିଲା ବେଳେ ଆଜି ବରିଷ୍ଠ ଓଏଏସ ଅଧିକାରୀ ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ପୂର୍ବରୁ ସେ କେନ୍ଦୁଝର ଡୁଡା(ଡିଷ୍ଟ୍ରିକ୍ଟ ଅର୍ବାନ ଡେଭଲପମେଣ୍ଟ ଏଜେନ୍ସି)ର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଥିଲେ। ସୋମବାର ଏନେଇ ସାଧାରଣ ପ୍ରଶାସନ ଏବଂ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ