Friday, April 3, 2026
33.6 C
Odisha

    ମୁଖ୍ୟମନ୍ତ୍ରୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆସୁଛି ଦୀପାବଳି, ଆଗୁଆ ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ । ମୁଖ୍ୟମନ୍ତ୍ରୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଲେ ମହାମହିମ । ଆଜି ରାଜ୍ୟପାଳ ଡ. ହରିବାବୁ କମ୍ଭମ ପାଟି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦୀପାବଳି ଶୁଭେଚ୍ଛା ଜଣାଇଛନ୍ତି । ଆଜି ସନ୍ଧ୍ୟାରେ ରାଜ୍ୟପାଳ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଆସି ତାଙ୍କୁ ଉପହାର ପ୍ରଦାନ କରି ଦୀପାବଳି ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି । ବାସଭବନରେ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ଧର୍ମପତ୍ନୀ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ଦେଇ ସ୍ୱାଗତ କରିଥିଲେ । ଏହି ଅବସରରେ ଉଭୟ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ ରାଜ୍ୟର ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ