Thursday, July 3, 2025
23.9 C
Odisha

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ସୋଆ ବିଶ୍ଵବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ

ଆଗକୁ ପଢନ୍ତୁ

ଭୁବନେଶ୍ଵର, ଜୁଲାଇ ୩: ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ସୋଆ ବିଶ୍ବବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର ଡକ୍ଟର ମନୋଜରଞ୍ଜନ ନାୟକ । ଏହି ଅବସରରେ ଏକ ବିକଶିତ ଓଡ଼ିଶା ନିର୍ମାଣ ନିମନ୍ତେ ରାଜ୍ୟର ଶିକ୍ଷା ଓ ସ୍ବାସ୍ଥ୍ୟସେବା କ୍ଷେତ୍ର ଉପରେ ମତ ବିନିମୟ କରିବା ସହ ଏଥିରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ବବିଦ୍ୟାଳୟ କିଭଳି ସହାୟକ ହୋଇପାରିବ ସେ ବିଷୟରେ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । ଏଥି ସହ ଘରୋଇ ସଂସ୍ଥାର ଭୂମିକା ଓ ସରକାରଙ୍କ ମଧ୍ୟରେ ସୁସମ୍ପର୍କ ଉପରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ସମୟରେ ଆଇ ଏମ ଏସ ଆଣ୍ଡ ସମ୍ ହସ୍ପିଟାଲର ବରିଷ୍ଠ ଚିକିତ୍ସକ ଡାକ୍ତର ବସନ୍ତ କୁମାର ପତି ମଧ୍ୟ ଉପସ୍ଥିତ ଥିଲେ ।

ଅନ୍ୟାନ୍ୟ ଖବର

ପାଣିପାଗ

Odisha
overcast clouds
23.9 ° C
23.9 °
23.9 °
98 %
0.5kmh
100 %
Thu
24 °
Fri
29 °
Sat
29 °
Sun
28 °
Mon
25 °

ସମ୍ବନ୍ଧିତ