Sunday, March 15, 2026
26.8 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଓଏସଡି ହେଲେ କୌଶିକ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଓଏସଡି ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି  । ପୂର୍ବରୁ ବାଂଶପାଳ ତହସିଲଦାର ଭାବେ କାର୍ଯ୍ୟ କରୁଥିବା ଓଏଏସ ଅଫିସର କୌଶିକ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଓଏସଡି ଭାବେ ନିଯୁକ୍ତି ପ୍ରଦାନ କରାଯାଇଛି । ସୋମବାର ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଓଏଏସ୍ ଅଧିକାରୀ କୌଶିକ ପଟ୍ଟନାୟକଙ୍କୁ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସ୍ୱତନ୍ତ୍ର ଡ୍ୟୁଟି ଅଧିକାରୀ (ଓଏସଡି) ଭାବରେ ନିଯୁକ୍ତି ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.8 ° C
    26.8 °
    26.8 °
    40 %
    3.9kmh
    80 %
    Sun
    28 °
    Mon
    38 °
    Tue
    38 °
    Wed
    38 °
    Thu
    36 °

    ସମ୍ବନ୍ଧିତ