Friday, April 3, 2026
33.6 C
Odisha

    ମୁଖ୍ୟମନ୍ତ୍ରୀଙ୍କ କାଲି ଦିନିକିଆ ନୂଆପଡା ଗସ୍ତ

    ଆଗକୁ ପଢନ୍ତୁ

    ନୂଆପଡ଼ା : ନୂଆପଡ଼ା ଉପନିର୍ବାଚନ ଉପରେ ବିଜେପିର ଫୋକସ୍ । ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପୁର୍ବରୁ କାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦିନିକିଆ ନୂଆପଡା ଜିଲ୍ଲା ଗସ୍ତ । କାଲି ସକାଳ ୧୧ଟା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନୂଆପଡା ମିନି ଷ୍ଟାଡିୟମ ଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେବେ ।

    ନୂଆପଡା ଜିଲ୍ଲାବାସୀଙ୍କୁ ବିଭିନ୍ନ ପ୍ରକଳ୍ପ ଭେଟିଦେବାର କାର୍ଯ୍ୟକ୍ରମ ରହିଛି । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀଙ୍କ ବିଜୟ ହେବ ବୋଲି ଦାବିକରିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ସରକାରଙ୍କ ଦେଢ଼ ବର୍ଷର ସଫଳତା ନୂଆପଡା ଉପନିର୍ବାଚନରେ ବିଜେପି ବିଜୟର ଚାବିକାଠି ହେବ ବୋଲି ମୁକେଶ ମହାଲିଙ୍ଗ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ