Thursday, October 8, 2026
22.2 C
Odisha

    ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ, OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : OTAS ଅଧିକାରୀ ଭୀମସେନ ଟୁଡୁ ଚାକିରିରୁ ବହିଷ୍କୃତ । ଅପରାଧିକ ମାମଲାରେ ଗିରଫ ନବନିଯୁକ୍ତ ସରକାରୀ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ କାର୍ଯ୍ୟାନୁଷ୍ଠାନ । ଟ୍ରେନିଙ୍ଗ୍ ସମୟରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ। ବିଚାର ବିଭାଗୀୟ ହେପାଜତକୁ ପଠାଯାଇଛି । ଭବିଷ୍ୟତରେ ମଧ୍ୟ ଭୀମସେନ ଆଉ କୌଣସି ସରକାରୀ ଚାକିରି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।

    ଶ୍ରୀ ଟୁଡୁ ତାଙ୍କ ଇଣ୍ଡକ୍ସନ୍ ଟ୍ରେନିଙ୍ଗ୍ ସମୟରେ ୨୦୨୬ ଜୁନ୍ ୪ ତାରିଖଠାରୁ ଅନୁପସ୍ଥିତ ଥିଲେ । ମଧୁସୂଦନ ଦାସ ରିଜିଓନାଲ୍ ଏକାଡେମୀ ଅଫ୍ ଫାଇନାନ୍ସିଆଲ୍ ମ୍ୟାନେଜମେଣ୍ଟ (MDRAFM)ରେ ତାଙ୍କ ଶେଷ ପରୀକ୍ଷାରେ ମଧ୍ୟ ଯୋଗ ଦେଇନଥିଲେ । ସେହି ସମୟରେ ସେ ଏକ ମୃତ୍ୟୁ ମାମଲାରେ ବାରଙ୍ଗ ପୋଲିସ ଦ୍ୱାରା ଗିରଫ ହୋଇଥିଲେ ଏବଂ ତାଙ୍କୁ ଜୁଡିସିଆଲ୍ କଷ୍ଟୋଡିକୁ ପଠାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ