Sunday, March 15, 2026
23.5 C
Odisha

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ଝାରସୁଗୁଡ଼ାରୁ ମୁମ୍ବାଇକୁ ସିଧା ଉଡ଼ିବ ବିମାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର ବିମାନବନ୍ଦରରୁ ବିଭିନ୍ନ ସହରକୁ ବିମାନ ଚଳାଚଳ ସେବା ଆରମ୍ଭ ହେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଭୁବନେଶ୍ୱରରୁ ଇନ୍ଦୋର, ଡେରାଡୁନ, କୋଚି, ଜୟପୁର ଓ ଲକ୍ଷେ୍ନøକୁ ସିଧା ଉଡ଼ିବ ବିମାନ । ସେହିପରି ଝାରସୁଗୁଡ଼ା ବିମାନବନ୍ଦରରୁ ହାଇଦ୍ରାବାଦ, ରାୟପୁର, ଲକ୍ଷେ୍ନø ଓ ମୁମ୍ବାଇକୁ ସିଧାସଳଖ ବିମାନ ସେବାର ସୁବିଧା ପାଇବେ ଯାତ୍ରୀ । ଓଡ଼ିଶାରେ ଯୋଗାଯୋଗ ବ୍ୟବସ୍ଥା ସୁଦୃଢ଼ ହେଉଛି । ଏହା ରାଜ୍ୟ ବିକାଶକୁ ନୂଆ ଦିଗ ଦେବ ବୋଲି ମୁଖ୍ୟମନ୍ତ୍ରୀ କହଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.5 ° C
    23.5 °
    23.5 °
    60 %
    2.4kmh
    0 %
    Sat
    23 °
    Sun
    38 °
    Mon
    37 °
    Tue
    38 °
    Wed
    37 °

    ସମ୍ବନ୍ଧିତ