Thursday, December 11, 2025
15.2 C
Odisha

    ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମନ୍ତ୍ରିପରିଷଦ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ମନ୍ତ୍ରିପରିଷଦ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଉପସ୍ଥିତ ରହିଛନ୍ତି ସମସ୍ତ ବିଭାଗର ମନ୍ତ୍ରୀ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ମୋହର ବାଜିବା ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖରେ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.2 ° C
    15.2 °
    15.2 °
    39 %
    1.8kmh
    0 %
    Thu
    15 °
    Fri
    26 °
    Sat
    27 °
    Sun
    27 °
    Mon
    28 °

    ସମ୍ବନ୍ଧିତ