Thursday, September 17, 2026
30.6 C
Odisha

    ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ମନ୍ତ୍ରିପରିଷଦ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ମନ୍ତ୍ରିପରିଷଦ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଉପସ୍ଥିତ ରହିଛନ୍ତି ସମସ୍ତ ବିଭାଗର ମନ୍ତ୍ରୀ । କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ ମୋହର ବାଜିବା ସମ୍ଭାବନା ରହିଛି । ଆସନ୍ତା ୧୮ ତାରିଖରେ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେଉଥିବାରୁ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    30.6 ° C
    30.6 °
    30.6 °
    69 %
    1.4kmh
    36 %
    Thu
    31 °
    Fri
    32 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ