Saturday, January 17, 2026
17.1 C
Odisha

    ମୁଖ୍ୟମନ୍ତ୍ରୀ ଉପସ୍ଥିତରେ ବିଜେପି କାର୍ଯ୍ୟାଳୟରେ ଜୟଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ନୂଆପଡାର ନବ ନିର୍ବାଚିତ ବିଜେପି ବିଧାୟକ ଜୟ ଢୋଲକିଆ । ଭୁବନେଶ୍ୱର ରାଜ୍ୟ କାର୍ଯ୍ୟାଳୟରେ ଜୟଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ଜୟଙ୍କୁ ସ୍ୱାଗତ କରିବା ସହ ବିଜୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି । ଜୟ ନିଜ ମାଙ୍କ ସହ ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚିଥିଲେ । ସେଠାରେ ସଭାପତି ମନମୋହନ ସାମଲ ଓ ଅନ୍ୟ ବିଧାୟକ ଏବଂ ବରିଷ୍ଠ ନେତାମାନେ ତାଙ୍କୁ ସ୍ୱାଗତ କରିଥିଲେ ।

    ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ମାତ୍ର ୧୬ମାସର ସରକାର ଉପରେ ନୂଆପଡା ବାସୀ ବିଶ୍ୱାସ ଓ ଭରସା କରି ବିଜେପି ପ୍ରାର୍ଥୀଙ୍କୁ ନିର୍ବାଚିତ କରାଇଛନ୍ତି । ଏହା ଆମ ପାଇଁ ବଡ କଥା । ୮୩ହଜାରରୁ ଅଧିକ ଭୋଟରେ ଜିତିଛନ୍ତି ଜୟ ଢୋଲକିଆ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.1 ° C
    17.1 °
    17.1 °
    28 %
    1.7kmh
    0 %
    Sat
    17 °
    Sun
    30 °
    Mon
    31 °
    Tue
    32 °
    Wed
    31 °

    ସମ୍ବନ୍ଧିତ