Tuesday, September 29, 2026
23.6 C
Odisha

    ମୁହାଁମୁହିଁ ଧକ୍କା ପରେ ଜଳିଗଲା ଟ୍ରକ, କଣ୍ଟେନର: ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ

    ଆଗକୁ ପଢନ୍ତୁ

    ରବିବାର ସନ୍ଧ୍ୟାରେ କୁଚିଣ୍ଡାର ଏଜତୀୟ ରାଜପଥ-୫୩ ରେ ଜମନକିରା ପୋଲିସ ଅନ୍ତର୍ଗତ କାଦଲିପାଲା ଅଞ୍ଚଳ ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଡ୍ରାଇଭର ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା ମିଳିଛି। ଜଣେ ମୃତକଙ୍କ ନାମ ରେହମାନ ଖାନ ବୋଲି ଜଣାପଡିଛି। ସୂଚନାନୁସାରେ ପ୍ରାୟ ୭.୨୫ ସମୟରେ କଣ୍ଟେନର ଏବଂ ଟ୍ରକ ମୁହାଁମୁହିଁ ଧକ୍କା ହୋଇଥିଲା। ଧକ୍କା ହୋଇଥିଲେ। ଦୁର୍ଘଟଣା ଏତେ ଏତେ ତୀବ୍ର ଥିଲା ଯେ, ଉଭୟ ଗାଡିରେ ନିଆଁ ଲାଗିଯାଇଥିଲା। କୁହାଯାଉଛି ଯେ, ଉଭୟ ଗାଡିର ଡ୍ରାଇଭର ଘଟଣାସ୍ଥଳରେ ମୃତ୍ୟୁବରଣ କରିଥିବାବେଳେ ହେଲପର ଗୁରୁତର ପୋଡି ଆହତ ହୋଇ ସମ୍ବଲପୁର ଜିଲା ମୁଖ୍ୟାଳୟ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଶେଷ ରିପୋର୍ଟ ଆସିବା ପର୍ଯ୍ୟନ୍ତ ଜାତୀୟ ରାଜପଥରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିବାରୁ ନିଆଁ ଲିଭାଯାଇ ନ ଥିବାରୁ ସୂତ୍ରରୁ ପ୍ରକାଶ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.6 ° C
    23.6 °
    23.6 °
    88 %
    1.6kmh
    5 %
    Mon
    24 °
    Tue
    30 °
    Wed
    30 °
    Thu
    31 °
    Fri
    31 °

    ସମ୍ବନ୍ଧିତ