Friday, April 3, 2026
39.1 C
Odisha

    ମେଡିକାଲ ଛାତରୁ ଡେଇଁ ରୋଗୀ ମୃତ, କାରଣ ଅସ୍ପଷ୍ଟ

    ଆଗକୁ ପଢନ୍ତୁ

    ସୁନ୍ଦରଗଡ଼  : ମେଡିକାଲ ଛାତରୁ ଡେଇଁ ରୋଗୀ ମୃତ । ସୁନ୍ଦରଗଡ଼ ଟାଉନଥାନା ସରକାରୀ ମେଡିକାଲ ଛାତରୁ ଡେଇଁ ଜୀବନ ହାରିଲେ ରୋଗୀ । ଆଜି ଡିସଚାର୍ଜ ହୋଇଥାନ୍ତେ । କିନ୍ତୁ ମେଡିକାଲ କଲେଜର ତୃତୀୟ ମହଲାରୁ ଡେଇଁ ଜୀବନ ହାରିଛନ୍ତି। ଏହାର କାରଣ ଅସ୍ପଷ୍ଟ ରହିଛି। ରୋଗୀ ଜଣକ ସୁନ୍ଦରଗଡ଼ ସଦର ଥାନା ରାଜପୁର ଅଂଚଳର ଅନିଲ ସୋରେନ । ରବିବାର ଦିନ ସୁନ୍ଦରଗଡ଼ ଏନଟିପିସି ମେଡ଼ିକାଲ୍ କଲେଜରେ ଭର୍ତ୍ତି ହୋଇଥିଲେ ଅନିଲ। ମେଡିକାଲର ଝରକାରୁ ବାହାରି ବହୁସମୟ ଧରି ଝୁଲିରହିଥିଲେ। ତେବେ ମେଡିକାଲରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    39.1 ° C
    39.1 °
    39.1 °
    16 %
    4.5kmh
    41 %
    Fri
    38 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ