Wednesday, April 8, 2026
24.2 C
Odisha

    ମେ ତୃତୀୟ ସପ୍ତାହ ସୁଦ୍ଧା ଯୁକ୍ତ ଦୁଇ ରେଜଲ୍ଟ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଗତକାଲି ମାର୍ଟ୍ରିକ ରେଜଲ୍ଟ ପ୍ରକାଶ ପାଇଥିବା ବେଳେ ମେ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ଦୁଇ ରେଜଲ୍ଟ। ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକ। ସେ କହିଛନ୍ତି ଆସନ୍ତା ୬ ତାରିଖରେ ରେଜଲ୍ଟ ବାହାରିବା ନେଇ କରାଯାଇଥିବା ପ୍ରଚାର ଖବର ଗୁଜବ। ମେ ୧ ତାରିଖ ସୁଦ୍ଧା ଖାତା ଦେଖା ଶେଷ ହୋଇଛି। ଏ ନେଇ ପ୍ରକ୍ରିୟା ଚାଲିଛି। ତେଣୁ ନିର୍ଦ୍ଦିଷ୍ଟ ଭାବେ କେବେ ଫଳାଫଳ ପ୍ରକାଶ ପାଇବ , ତାହା ଶୀଘ୍ର ଜଣାଇ ଦିଆଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.2 ° C
    24.2 °
    24.2 °
    77 %
    1.5kmh
    0 %
    Wed
    39 °
    Thu
    37 °
    Fri
    39 °
    Sat
    39 °
    Sun
    42 °

    ସମ୍ବନ୍ଧିତ