Friday, June 19, 2026
37 C
Odisha

    ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ଫଳାଫଳ

    ଆଗକୁ ପଢନ୍ତୁ

    କଟକ : ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ  ଫଳାଫଳ । ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମୂଲ୍ୟାୟନ । ୫୧ ଟି ମୂଲ୍ୟାୟନ କେନ୍ଦ୍ରରେ ହେବ ମାଟ୍ରିକ ଖାତା ଦେଖା । ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ଚଳିତ ବର୍ଷ ରାଜ୍ୟର ୫ ଲକ୍ଷ ୬୦ ହଜାର ୫୧୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି ।

    ଗତବର୍ଷ ଭଳି ପ୍ରଶ୍ନପତ୍ରରେ କ୍ୟୁ ଆର କୋଡ ଓ ୱାଟର ମାର୍କ ରଖିଛି ବୋର୍ଡ। ଯାହାକି ପ୍ରଶ୍ନପତ୍ର ଭାଇରାଲ ହେଲେ ସହଜରେ ଜାଣିହେବ। ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ କମାଣ୍ଡ କଣ୍ଟ୍ରୋଲ ରୁମ ହେଉଥିବା ବେଳେ ସମସ୍ତ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟର ଏହି ଠାରୁ କଣ୍ଟ୍ରୋଲ କରିବାର ବ୍ୟବସ୍ଥା ଗ୍ରହଣ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    37 ° C
    37 °
    37 °
    34 %
    2.8kmh
    57 %
    Fri
    35 °
    Sat
    38 °
    Sun
    38 °
    Mon
    38 °
    Tue
    37 °

    ସମ୍ବନ୍ଧିତ