Saturday, October 10, 2026
24.4 C
Odisha

    ମେ ୧୫ରୁ CBSE ଦଶମ ଶ୍ରେଣୀ ୨ୟ ବୋର୍ଡ଼ ପରୀକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପ୍ରକାଶ ପାଇଲା CBSE ଦଶମ ଶ୍ରେଣୀ ୨ୟ ବୋର୍ଡ଼ ପରୀକ୍ଷା ତାରିଖ । ମେ ୧୫ରୁ ୨୧ ତାରିଖ ଯାଏ ଚାଲିବ ଏହି ପରୀକ୍ଷା । ସକାଳ ୧୦:୩୦ ରୁ ୧:୩୦ ଯାଏ ଚାଲିବ ପରୀକ୍ଷା । ଚଳିତ ବର୍ଷ ପ୍ରଥମ ଥର CBSE କରିଛି ୨ୟ ବୋର୍ଡ଼ ପରୀକ୍ଷା ନିଷ୍ପତ୍ତି । ଛାତ୍ରଛାତ୍ରୀ ଅଳ୍ପ ମାର୍କ ରଖିଥିବା ବିଷୟରେ ରିପିଟ ପରୀକ୍ଷା ଦେଇ ପାରିବେ । ଏହି ସୁଯୋଗ ଛାତ୍ରଛାତ୍ରୀଙ୍କୁ 3 ଟି ବିଷୟ ପାଇଁ ସୁଯୋଗ ମିଳିବ । ସେଥି ମଧ୍ୟରୁ ଗୋଟିଏ ଲାଙ୍ଗୁଏଜ ଓ ଦୁଇଟି ଅନ୍ୟ ବିଷୟ ଅନ୍ତର୍ଭୁକ୍ତ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ