Friday, October 2, 2026
22.9 C
Odisha

    ମେ ୧୮ ଓ ୨୫ରେ ଜନ ଅଭିଯୋଗ ଶୁଣାଣି ବନ୍ଦ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ଆସନ୍ତା ମେ ୧୮ ଓ ୨୫ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ଜଣାଇ ଦିଆଯିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ