Tuesday, June 23, 2026
27.3 C
Odisha

    ମୋଦିଙ୍କୁ ଅନୁସରଣ କଲେ ମୋହନ, ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ଅଧାକୁ କମିଲା

    ଆଗକୁ ପଢନ୍ତୁ

    ଅନ୍ୟପଟେ, EV ଗାଡ଼ି ଅଧିକ ବ୍ୟବହାର କରିବାକୁ ରାଜ୍ୟ ସରକାରଙ୍କ ଅପିଲ । ଇଭି ଗାଡ଼ି ବ୍ୟବହାର ପାଇଁ ପରିବହନ ମନ୍ତ୍ରୀ ଅପିଲ୍ କରିଛନ୍ତି । ଅଧିକ ଇଭି ବ୍ୟବହାର ପାଇଁ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନାଙ୍କ ଅପିଲ୍ । ଇଭି ବ୍ୟବହାର ପାଇଁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଆହ୍ୱାନ ଦେଇଛନ୍ତି । ପଶ୍ଚିମ ଏସିଆର ସ୍ଥିତିକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ଭାରତର ଅର୍ଥନୀତି ସୁରକ୍ଷା ପାଇଁ ସୁନା, ତେଲ କମ୍ ବ୍ୟବହାର, ବୈଦେଶିକ ଗସ୍ତ ବର୍ଷକ ପାଇଁ ନକରିବାକୁ ନିବେଦନ କରିଛନ୍ତି ।

    ଆଜିର ଦିନର ଆବଶ୍ୟକତା ହେଉଛି ଇଭି । ଅଧିକରୁ ଅଧିକ ଇଭି ବ୍ୟବହାର କରନ୍ତୁ । ୱାର୍କ ଫର୍ମ ହୋମ୍ ଗୁରୁତ୍ଵ ଦେବା । ଯାହାଦ୍ୱାରା ଆମ ଦେଶର ଅର୍ଥନୀତି ସୁରକ୍ଷିତ ରହିବ । ସରକାରୀ କାର୍ଯ୍ୟାଳୟରେ ବ୍ୟବହାର ହେଉଥିବା ଗାଡିକୁ ଇଭିରେ ପରିବର୍ତ୍ତନ କରାଯିବ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    27.3 ° C
    27.3 °
    27.3 °
    73 %
    2.2kmh
    46 %
    Tue
    28 °
    Wed
    35 °
    Thu
    37 °
    Fri
    31 °
    Sat
    38 °

    ସମ୍ବନ୍ଧିତ