Friday, April 3, 2026
39 C
Odisha

    ମୋଦି ସରକାରଙ୍କ ୧୧ବର୍ଷ ପୂର୍ତ୍ତି ଅବସରରେ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

    ଆଗକୁ ପଢନ୍ତୁ

    ପୁରୀ : କେନ୍ଦ୍ରରେ ମୋଦି ସରକାରଙ୍କ ୧୧ବର୍ଷ ପୂର୍ତ୍ତି ଉପଲକ୍ଷେ ପୁରୀ ନୀଳାଦ୍ରି ବିଚ୍ ପରିସରରେ ୬ଫୁଟର ଏକ ସୁନ୍ଦର ବାଲୁକା କଳା ନିର୍ମାଣ କରି ଭାରତ ସରକାରଙ୍କୁ ଶୁଭେଚ୍ଛା ଜଣାଇଲେ ଆର୍ନ୍ତଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ପ୍ରାୟ ୫ଟନର ବାଲି ଏହି ବାଲୁକାକଳା ପାଇଁ ବ୍ୟବହାର କରାଯାଇଛି । ଗତ ୨୦୧୪ମସିହାରୁ ହୋଇଥିବା କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନାକୁ ବାଲୁକାକଳାରେ ଦର୍ଶାଯାଇଛି। ଏଥିସହ ବାଲୁକାକଳାରେ JOURNEY TO VIKASIT BHARAT ଲେଖା ହୋଇଛି । ଦେଶ ସାରା ଲୋକେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କର ୧୧ ବର୍ଷର ଯାତ୍ରା ପାଇଁ ଅଭିନନ୍ଦନ ଜଣାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ