Wednesday, July 29, 2026
24.1 C
Odisha

    ମୋଦୀଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ

    ଆଗକୁ ପଢନ୍ତୁ

    ଜାକର୍ତ୍ତା  : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଇଣ୍ଡୋନେସିଆ ବିନ୍ତାଙ୍ଗ ଆଦିପୂର୍ଣ୍ଣ’ରେ ସମ୍ମାନିତ କରାଯାଇଛି। ଗତକାଲି ଇଣ୍ଡୋନେସିଆ ରାଷ୍ଟ୍ରପତି ପ୍ରବୋୱୋ ସୁବିଆଣ୍ଟୋ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଭାରତ ଓ ଇଣ୍ଡୋନେସିଆ ମଧ୍ୟରେ ସମ୍ପର୍କକୁ ମଜଭୁତ କରିବାରେ ତାଙ୍କ ନେତୃତ୍ୱ ଏବଂ ଅସାଧାରଣ ଅବଦାନର ସ୍ୱୀକୃତି ସ୍ୱରୂପ ପ୍ରଧାନମନ୍ତ୍ରୀ ମୋଦୀ ଏହି ସମ୍ମାନ ପାଇଛନ୍ତି। ଶ୍ରୀ ମୋଦୀ ଏହି ପୁରସ୍କାରକୁ ଭାରତ ଓ ଇଣ୍ଡୋନେସିଆର ଜନସାଧାରଣ ଏବଂ ଦୁଇ ରାଷ୍ଟ୍ର ମଧ୍ୟରେ ଦୀର୍ଘସ୍ଥାୟୀ ସଭ୍ୟତାଗତ ସମ୍ପର୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ସୋମବାର ଠାରୁ ୩ ତିନିଦିନିଆ ଇଣ୍ଡୋନେସିଆ ଗସ୍ତରେ ଯାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.1 ° C
    24.1 °
    24.1 °
    93 %
    1.4kmh
    91 %
    Wed
    24 °
    Thu
    30 °
    Fri
    30 °
    Sat
    29 °
    Sun
    30 °

    ସମ୍ବନ୍ଧିତ