Thursday, March 19, 2026
24.8 C
Odisha

    ମୋଦୀଙ୍କ ରୋଡ୍ ଶୋ’ ଲାଗି ଭୁବନେଶ୍ୱରର ଏହି ରାସ୍ତାରେ କାଲି ଗାଡି ଚଳାଚଳ ମନା

    ଆଗକୁ ପଢନ୍ତୁ

    ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀଙ୍କ ରୋଡ୍ ଶୋ’ ଲାଗି ଟ୍ରାଫିକ୍ କଟକଣା । ଜନପଥରେ ଟ୍ରାଫିକ୍ କଟକଣା ଜାରି କଲା କମିଶନରେଟ୍ ପୋଲିସ୍ । କାଲି ଅପରାହ୍ନ ୨ଟାରୁ ରୋଡ୍ ଶୋ’ ସରିବା ଯାଏ ଗାଡି ଚଳାଚଳ ମନା । ମାଷ୍ଟରକ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡି ଚଳାଚଳ ମନା । ଜନପଥକୁ ସଂଯୋଗ କରୁଥିବା ସବୁ ଗଳିରୁ ଗାଡି ରାସ୍ତାକୁ ଛଡାଯିବନି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.8 ° C
    24.8 °
    24.8 °
    52 %
    1kmh
    100 %
    Thu
    32 °
    Fri
    34 °
    Sat
    34 °
    Sun
    35 °
    Mon
    36 °

    ସମ୍ବନ୍ଧିତ