Thursday, January 1, 2026
19.3 C
Odisha

    ମୋଦୀ ଓ ରାହୁଲଙ୍କ ଦ୍ବାରା ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

    ଆଗକୁ ପଢନ୍ତୁ

    ପ୍ରଧାନମନ୍ତ୍ରୀ ମୋଦୀ ଓ ରାହୁଲ ଗାନ୍ଧୀଙ୍କ ଦ୍ବାରା ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ । ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ନେଇ ନିର୍ବାଚନ କମିଶନ ଗୁରୁବାର ବିଜେପି ଓ କଂଗ୍ରେସ ସଭାପତିଙ୍କୁ ନୋଟିସ ଜାରି କରିଛନ୍ତି । ଉଭୟ ବିଜେପି ଓ କଂଗ୍ରେସ ଠାରୁ ଜବାବ ମାଗିଛନ୍ତି ଇସି । ଏପ୍ରିଲ ୨୯ ଦିନ ୧୧ ସୁଦ୍ଧା ଏହି ଜବାବ ରଖିବାକୁ ପଡ଼ିବ । ବିଜେପି ଅଧ୍ୟକ୍ଷ ଜେପି ନଡ୍ଡା ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଇସିଙ୍କ ପକ୍ଷରୁ ନୋଟିସ୍ ପଠାଯାଇଛି ।

    ଉଭୟ କଂଗ୍ରେସ ଏବଂ ବିଜେପି ପରସ୍ପରର ନେତାମାନଙ୍କ ବିରୋଧରେ ନିର୍ବାଚନ ପ୍ରଚାର ସମୟରେ ଘୃଣା ଭାଷଣ ଦେବା ଓ ଧର୍ମ, ଜାତି, ସମ୍ପ୍ରଦାୟ ଏବଂ ଭାଷା ଆଧାରରେ ସମାଜକୁ ବିଭାଜନ କରୁଥିବା ଅଭିଯୋଗ କରିଥିଲେ। ଉଭୟ ଦଳ ଏନେଇ ପରସ୍ପର ବିରୋଧରେ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.3 ° C
    19.3 °
    19.3 °
    32 %
    1.5kmh
    0 %
    Thu
    18 °
    Fri
    28 °
    Sat
    28 °
    Sun
    28 °
    Mon
    28 °

    ସମ୍ବନ୍ଧିତ