Saturday, October 10, 2026
24.4 C
Odisha

    ମୋର୍ଚ୍ଚା ସଭାପତି କଲା ବିଜେପି

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ରାଜ୍ୟ  ବିଜେପି ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଘୋଷଣା ହେଲା ବିଜେପିର୭ ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀଙ୍କ ନାମ। ଡକ୍ଟର ଐଶ୍ବର୍ଯ୍ୟା ବିଶ୍ବାଳ ମହିଳା ମୋର୍ଚ୍ଚା ଓ ଅଭିଳାଷ ପଣ୍ଡା ଯୁବମୋର୍ଚ୍ଚା ସଭାପତି ପଦ ବଜାୟ ରଖିଲେ। ଏଣେ ଶୁଭ୍ରାଂଶୁ ମୋହନ ପାଢ଼ୀଙ୍କୁ ରାଜ୍ୟ କୃଷକ ମୋର୍ଚ୍ଚା ସଭାପତି, ପ୍ରଦ୍ୟୁମ୍ନ ନାୟକଙ୍କୁ ଓବିସି  ମୋର୍ଚ୍ଚା ସଭାପତି, ବାଇଧର ମଲ୍ଲିକଙ୍କୁ ଏସସି ମୋର୍ଚ୍ଚା ସଭାପତି, କାନ୍ଦେରା ସୋରେନ୍ ଏସଟି ମୋର୍ଚ୍ଚା ସଭାପତି, ଗୁରିନ୍ଦର ସିଂହ ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଭାବେ ଦାୟିତ୍ବ ଦିଆଯାଇଛି।

    କୋରାପୁଟ ଜିଲ୍ଲା ପ୍ରଭାରୀ ଭବେନ୍ଦ୍ର ପଣ୍ଡା। ଠିକ୍ ସେହିପରି ଗୋଲକ ପ୍ରସାଦ ମହାପାତ୍ର ଅନୁଗୁଳ ଜିଲ୍ଲା ପ୍ରଭାରୀ, ଗୌତମ ରାୟ ବାଲେଶ୍ବର ଜିଲ୍ଲା ପ୍ରଭାରୀ, ଉମାକାନ୍ତ ମହାପାତ୍ର ବାଲେଶ୍ବର (ଉତ୍ତର ), ଇଂ ଜ୍ଞାନଦେବ ବେଉରା କଟକ  ଜିଲ୍ଲା ପ୍ରଭାରୀ, ସ୍ମୃତି ପଟ୍ଟନାୟକ ଢେଙ୍କାନାଳ ଜିଲ୍ଲା ପ୍ରଭାରୀ, ଭବେନ୍ଦ୍ର ପଣ୍ଡା କୋରାପୁଟ ଜିଲ୍ଲା ପ୍ରଭାରୀ ଭାବେ ମନୋନୀତ ହୋଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ