Sunday, March 22, 2026
32 C
Odisha

    ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ବଲିଉଡ୍ ର ବାଦଶାହା ଶାହରୁଖ୍‌

    ଆଗକୁ ପଢନ୍ତୁ

    ଆଗାମୀ ଫିଲ୍ମ ‘କିଙ୍ଗ୍‌’ରେ ଶାହାରୁଖ୍ ଅଭିନୟ କରିବେ। ଏଥିରେ ତାଙ୍କ ଝିଅ ସୁହାନା ଖାନ୍‌ ଓ ଅଭିନେତ୍ରୀ ଦୀପିକା ପାଦୁକୋନ୍‌ ମଧ୍ୟ ଦେଖିବାକୁ ମିଳିବ। ୨୦୨୩ରେ ପଠାନ୍‌ର ନିର୍ଦ୍ଦେଶନା ଦେଇଥିବା ସିଦ୍ଧାର୍ଥ ଆନନ୍ଦ ଏହାର ନିର୍ଦେଶନା ଦେଇଛନ୍ତି। ୨୦୨୫ ବର୍ଷ ପାଇଁ ପ୍ରକାଶିତ ଏହି ତାଲିକାରେ ସର୍ବିନା କାର୍ପେଣ୍ଟର, ଦୋଏଚି, ଭିଭିଆନ୍‌ ଓ୍ବିଲ୍‌ସନ, ନିକୋଲେ ସ୍କେର୍ଜିଙ୍ଗର, ଓ୍ବାଲ୍ଟନ ଗୋଗିନ୍ସ, ଜେନିଫର ଲରେନ୍ସ, ଶାଇଗିଲ୍‌ଗେଅସ୍‌-ଆଲେକ୍‌ଜାଣ୍ଡାର, କୋଲେ ଏସ୍କୋଲା ଏବଂ ନୋଆହ ଓ୍ବିଲେ ପ୍ରମୁଖ ସେଲିବ୍ରିଟି ରହିଥିବାବେଳେ ଭାରତରୁ କେବଳ ଶାହରୁଖ୍‌ ସ୍ଥାନ ପାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32 ° C
    32 °
    32 °
    17 %
    4.1kmh
    4 %
    Sun
    33 °
    Mon
    34 °
    Tue
    37 °
    Wed
    38 °
    Thu
    40 °

    ସମ୍ବନ୍ଧିତ