Tuesday, March 24, 2026
29.2 C
Odisha

    ମୋଷ୍ଟ ୱାଣ୍ଟେଡ ମାଓ ନେତା ଶୁକ୍ରୁର ଆତ୍ମସମର୍ପଣ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ଆତ୍ମସମର୍ପଣ କଲା ମାଓନେତା ଶୁକ୍ରୁ । ଆଣ୍ଟି ନକ୍ସଲ ଅପରେସନ୍ ଏଡିଜି ସଞ୍ଜୀବ ପଣ୍ଡାଙ୍କ ସୂଚନା । ଶୁକ୍ରୁ ସହ ଆଉ ୫ ମାଓବାଦୀ କଲେ ଆତ୍ମସମର୍ପଣ ।  ରାଜ୍ୟ କମିଟିର ସଦସ୍ୟ ଥିଲା ଶୁକ୍ରୁ । ଶୁକ୍ରୁ ମୁଣ୍ଡ ଉପରେ ଥିଲା ୫୫ ଲକ୍ଷ ଟଙ୍କାର ପୁରସ୍କାର ।  ନକ୍ସଲ ବାହିନୀର ଶେଷ ଦୁର୍ଗ ପତନ ପାଇଁ ଲକ୍ଷ୍ୟ ରଖିଛି ଓଡ଼ିଶା ପୋଲିସ ।  ମାର୍ଚ୍ଚ ୩୧ ସୁଦ୍ଧା ଓଡ଼ିଶାକୁ ନକ୍ସଲମୁକ୍ତ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ପୋଲିସ ଡିଜି ୱାଇବି ଖୁରାନିଆ।

    ମାର୍ଚ୍ଚ ୩୧ ସୁଦ୍ଧା ଓଡ଼ିଶାକୁ ନକ୍ସଲମୁକ୍ତ ଘୋଷଣା କରାଯିବ ବୋଲି ସୂଚନା ଦେଇଛନ୍ତି ପୋଲିସ ଡିଜି ୱାଇବି ଖୁରାନିଆ । ସୁରକ୍ଷା ଏଜେନ୍ସି ସୂଚନା ଅନୁଯାୟୀ, ଗତ କିଛି ବର୍ଷ ମଧ୍ୟରେ ମାଓ ସଙ୍ଗଠନର ଦୁର୍ବଳ ସ୍ଥିତି ଏବଂ ସରକାରଙ୍କ ପୁନର୍ବାସ ନୀତି ଯୋଗୁଁ ସେ ନିଜର ଅସ୍ତ୍ରଶସ୍ତ୍ର ତ୍ୟାଗ କରିବାକୁ ନିଷ୍ପତ୍ତି ନେଇଛନ୍ତି ।  ଏହାପରେ ସେମାନଙ୍କୁ ସରକାରୀ ନିୟମ ଅନୁଯାୟୀ ପୁନର୍ବାସ ସୁବିଧା ଯୋଗାଇ ଦିଆଯିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    24 %
    0.5kmh
    0 %
    Tue
    31 °
    Wed
    38 °
    Thu
    38 °
    Fri
    41 °
    Sat
    40 °

    ସମ୍ବନ୍ଧିତ