Thursday, January 8, 2026
25.6 C
Odisha

    ମ୍ୟାଚ୍ ଫିକ୍ସିଂ’ ମନ୍ତବ୍ୟ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେପି

    ଆଗକୁ ପଢନ୍ତୁ

    ମ୍ୟାଚ୍ ଫିକ୍ସିଂ’ ବୟାନକୁ ନେଇ ଅଡୁଆରେ ପଡିପାରନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ । ରାହୁଲଙ୍କ ଏପରି ବୟାନକୁ ନେଇ ବିଜେପି ନିର୍ବାଚନ ଆୟୋଗଙ୍କ ପାଖରେ ଅଭିଯୋଗ କରିଛି । ରାହୁଲଙ୍କ ଏଭଳି ଟିପ୍ପଣୀ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯାଉ ବୋଲି ବିଜେପି ଦାବି କରିଛି । କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀ ଓ ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧୀ ଦଳ ନିର୍ବାଚନ କମିଶନ ଅଧିକାରୀମାନଙ୍କୁ ଭେଟି ରାହୁଲ ଗାନ୍ଧୀଙ୍କ ବିରୋଧରେ ଅଭିଯୋଗ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.6 ° C
    25.6 °
    25.6 °
    14 %
    2.4kmh
    44 %
    Thu
    23 °
    Fri
    26 °
    Sat
    26 °
    Sun
    27 °
    Mon
    29 °

    ସମ୍ବନ୍ଧିତ