Thursday, March 26, 2026
24.8 C
Odisha

    ଯମୁନା ନଦୀରେ ହେଲା ମନମୋହନ ସିଂହଙ୍କ ଅସ୍ଥି ବିସର୍ଜନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ଗତଶନିବାର ସକାଳେ ଦିଲ୍ଲୀର ନିଗମବୋଧ ଘାଟରେ ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ସମ୍ମାନ ସହ ସମ୍ପନ୍ନ ହୋଇଯାଇଛି। ମନମୋହନଙ୍କ ଚିତାରେ ତାଙ୍କ ବଡ଼ଝିଅ ଉପିନ୍ଦର ସିଂହ ମୁଖାଗ୍ନି ଦେଇଥିଲେ। ଦିଲ୍ଲୀର ନିଗମବୋଧ ଘାଟରେ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ବିଜେପି ସଭାପତି ଜେପି ନଡ୍ଡା, କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡ଼ଗେଙ୍କ ସମେତ ବହୁ ନେତା ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
    ସେହିପରି ଭୁଟାନର ରାଜା ଜିଗ୍ମେ ୱାଙ୍ଗଚୁକ୍ ଏବଂ ମରିସସ୍ର ବୈଦେଶିକ ମନ୍ତ୍ରୀଙ୍କ ଭଳି ବିଦେଶୀ ମାନ୍ୟଗଣ୍ୟ ବ୍ୟକ୍ତିମାନେ ମଧ୍ୟ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ସମୟରେ ଦିଲ୍ଲୀର ନିଗମବୋଧ ଘାଟରେ ଉପସ୍ଥିତ ଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    24.8 ° C
    24.8 °
    24.8 °
    67 %
    1.7kmh
    75 %
    Wed
    25 °
    Thu
    38 °
    Fri
    40 °
    Sat
    39 °
    Sun
    40 °

    ସମ୍ବନ୍ଧିତ