Sunday, September 13, 2026
28.7 C
Odisha

    ଯାଜପୁରରେ ବୀଭତ୍ସ ହତ୍ୟା, ଷ୍ଟୁଡିଓ ଭିତରୁ ମାଲିକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    ଯାଜପୁର : ଷ୍ଟୁଡ଼ିଓ ମାଲିକଙ୍କୁ ବିଭତ୍ସ ଭାବେ ହାଣି ହତ୍ୟା । ଯାଜପୁର ରୋଡ ଥାନା ସୋବରାରେ ଏହି ବିଭତ୍ସ୍ୟ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି କ୍ଷତାକ୍ତ ମୃତଦେହକୁ ଉଦ୍ଧାର କରିଛି । ପୂର୍ବ ଶତ୍ରୁତାରୁ ଗତକାଲି ବିଳମ୍ବିତ ରାତିରେ ହତ୍ୟା କରାଯାଇଛି ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି । ଯାଜପୁର ରୋଡ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.7 ° C
    28.7 °
    28.7 °
    75 %
    2.5kmh
    71 %
    Sun
    29 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ